Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

୨୪ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି କୋରାପୁଟ ଆକ୍ରାନ୍ତ

28/04/2020 at 3:45 PM

କୋରାପୁଟ, ୨୮|୦୪:   କୋରାପୁଟରେ କରୋନାର ଏଣ୍ଟ୍ରି ପରେ ଆକ୍ସନ ମୋଡରେ ଜିଲ୍ଲା ପ୍ରଶାସନ।ଆକ୍ରାନ୍ତ ଯୁବକଙ୍କ ନିକଟରେ ଲକ୍ଷଣ ଦେଖା ଯାଉନଥିଲେ ବି ତାଙ୍କ ରିପୋର୍ଟ ପଜିଟିଭ ଆସିଛି।ତେଣୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି। ସେ ୨୪ଜଣଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି ।

ପୂର୍ବରୁ ତାଙ୍କ ସଂପର୍ଶରେ ଆସିଥିବା  ୨ଯୁବକଙ୍କୁ ସଂଗରୋଧରେ ରଖାଯାଇଥିଲା।ପରିବାର ଲୋକଙ୍କ ସହ ସେପଟେ ପ୍ରଶାସନ ତରଫରୁ ଯୁବକଙ୍କ ଗାଁ ପୋଡାଗଡର ୩ କିମି ପରିଧିକୁ ୪୮ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ୍ ଓ ୭ କିମି ପରିଧିକୁ ବଫର ଜୋନ ଘୋଷଣା କରାଯାଇଛି। ପୋଡାଗଡ ଗାଁକୁ ଚାରିପଟୁ ପ୍ରବେଶ ପଥକୁ ସିଲ୍ କରାଯିବା ସହ ପୋଲିସ ମୁତୟନ କରାଯାଇଛି।ଏହାସହ ପଞ୍ଚାୟତର ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜଣାପଡିଛି ।

ଏହି ପଂଚାୟତ ଅଧିନରେ ଥିବା ୨୪ ଟି ଗାଁର ଆଶା କର୍ମୀ,ଅଙ୍ଗନବାଡ଼ି କର୍ମୀ ଓ ଏଏନଏମଙ୍କୁ ନେଇ ଏକ ବୈଠକ କରାଯାଇଛି। ଏମାନେ ସମସ୍ତେ ପୋଡାଗଡର ପ୍ରତ୍ୟେକ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରିବେ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି।

   Related Posts