Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ୍ ସଟ୍ ଡାଉନ୍, ୫ ଦିନ ରହିବ ବନ୍ଦ

31/07/2020 at 10:19 AM

ଜୟପୁର ୩୧।୭: ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସପିଟାଲ ସଟ୍ ଡାଉନ୍ । ଆଜିଠାରୁ ୫ ଦିନ ସଟ୍ ଡାଉନ୍ ଘୋଷଣା କଲା ପ୍ରଶାସନ । ଜରୁରୀ ଚିକିତ୍ସା ବ୍ୟତୀତ ସମସ୍ତ OPD ବନ୍ଦ । ହସ୍ପିଟାଲର ସ୍ବାସ୍ଥ୍ୟକର୍ମୀ କରୋନାରେ ଆକ୍ରାନ୍ତ ପରେ ପଦକ୍ଷେପ ନିଆଯାଇଛି । ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶନାମା ଜାରି କରାଯାଇଛି ।

   Related Posts