Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ବିଧାୟକଙ୍କ ଧାରଣା ପଞ୍ଚମ ଦିନରେ, ଲକ୍ଷ୍ମୀପୁରରେ କଂଗ୍ରେସ କର୍ମୀଙ୍କ ରାସ୍ତାରୋକ

7/09/2018 at 2:32 PM

କୋରାପୁଟ୭|୯: ଲକ୍ଷ୍ମୀପୁରଠାରେ ରାସ୍ତା ଅବରୋଧ କରିଚନ୍ତି କଂଗ୍ରେସ କର୍ମୀ । କୋରାପୁଟ-ରାୟଗଡା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି। ଆଠ ଦଫା ଦାବୀ ନେଇ ବିଧାୟକ କୈଳାସ ଚନ୍ଦ୍ର କୁଲେସିକାଙ୍କ ଧାରଣା ୫ ଦିନରେ ପହଂଚିଥିଲେ ମଧ୍ୟ ପ୍ରସଙ୍ଗ କୌଣସି ପ୍ରଶାସନିକ ଅଧିକାରୀ ତାଙ୍କ ସହ ଆଲୋଚନା କରିନାହାଁନ୍ତି। ଏହାର ପ୍ରତିବାଦରେ କଂଗ୍ରେସ କର୍ମୀମାନେ ରାସ୍ତା ଅବରୋଧ କରିଛନ୍ତି।ଲକ୍ଷ୍ମୀପୁର ବ୍ଳକକୁ ସବ୍ ଡିଭିଜନର ମାନ୍ୟତା,ଲକ୍ଷ୍ମୀପୁରଠାରେ ଉପଖଣ୍ଡସ୍ତରୀୟ ଡାକ୍ତରଖାନା ଖୋଲିବା, ନାରାୟଣପାଟଣାର ଚିନ୍ତାଗୁଡାଠାରେ ଡ୍ୟାମ ନିର୍ମାଣ ପରି ୮ ଦଫା ଦାବୀରେ ଧାରଣାରେ ବସିଛନ୍ତି ଲକ୍ଷ୍ମୀପୁର ବିଧାୟକ କୈଳାସ ଚନ୍ଦ୍ର କୁଲେସିକା

   Related Posts