Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀର ସ୍ଵପ୍ନ ଧୂଳିସାତ: ଟେଷ୍ଟ କ୍ରିକେଟ୍‌କୁ ମିଳିଲା ନୂଆ ବାଦଶାହା, ଭାରତକୁ ୮ ଓ୍ଵିକେଟ୍‌ରେ ହରାଇ ବିଶ୍ଵ ଟେଷ୍ଟ ଚମ୍ପିଆନସିପ୍‌ ଜିତିଲା ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱରରେ ଆଜି ୩୭୫ ପଜିଟିଭ୍‌ ଚିହ୍ନଟ
  • ||
  • ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ୟୁକେ ହାଇକୋର୍ଟରୁ ନିରବ ମୋଦୀଙ୍କୁ ଝଟକା, ପ୍ରତ୍ୟର୍ପଣ ବିରୋଧରେ ଦାଖଲ ଆବେଦନ ଖାରଜ, ଏବେ ଭାରତ ଆସିବାକୁ ପଡିବ !
  • ||
  • ଭୁବନେଶ୍ବର : ଗୋରୁ ଚୋରା ଚାଲାଣ ବେଳେ ଜବତ ହେଲା ପିକଅପ୍ ଭ୍ୟାନ୍, ୫ ଗୋରୁ ଉଦ୍ଧାର, ଦଲାଲ ଫେରାର
  • ||
  • ଭୁବନେଶ୍ବର : ରାଜଧାନୀରେ ମାତିଲେ ଲୁଟେରା : ତାଲା ଭାଙ୍ଗି ଦୋକାନରେ ବୁଲାଇଲେ କଳାକନା, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୁବନେଶ୍ବର : ଅନଲକ୍ ପ୍ରକ୍ରିୟା ଆରମ୍ଭ ପରେ ଲୋକେ ମାନୁନାହାନ୍ତି କୋଭିଡ୍ ନିୟମ, ସୃଷ୍ଟି ହୋଇପାରେ ବିପଦ – ଡିଏମଇଟି
  • ||
  • ଭୁବନେଶ୍ବର : ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ – ଗଣଶିକ୍ଷା ମନ୍ତ୍ରୀ
  • ||
  • କାମାକ୍ଷାନଗର : ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର
  • ||
  • ଦେଶରେ ତଳମୁହାଁ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦ ହଜାରରୁ ଅଧିକ ପଜିଟିଭ୍,୧୩୫୮ ମୃତ
  • ||

କୋରାପୁଟ ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରକୁ ଵିରୋଧ କରି ଧାରଣାରେ ଵସିଲେ ଵିଧାୟକ

4/08/2018 at 12:30 PM

କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ଥାନାନ୍ତରକୁ ବିରୋଧ। ବିରୋଧ କରି ଧାରଣାରେ ବସିଲେ କୋରାପୁଟ ଵିଧାୟକ କୃଷ୍ଣଚନ୍ଦ୍ର ସଗରିଆ, ପୂର୍ଵତନ ଵିଧାୟକ ନିମାଇ ସରକାର ଓ ଡିସିସି କାର୍ଯ୍ୟକାରୀ ସଭାପତି ରୁପକ ତୁରୁକ। । ଗତ ଵର୍ଷ କୋରାପୁଟ ଠାରେ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ପ୍ରତିଷ୍ଠା ହେବା ପରେ କୋରାପୁଟ ଠାରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଜୟପୁର ସ୍ଥାନାନ୍ତର କରିଵାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ନେଈ ପ୍ରକ୍ରିୟା ଆରମ୍ଭ ହେଈଥିବା ଵେଳେ କର୍ମଚାରୀମାନଙ୍କୁ ସ୍ଥାନାନ୍ତର କରାଯାଉଛି। ତେଵେ କୋରାପୁଟଠାରେ ଆବଶ୍ୟକ ଡାକ୍ତର ପଦଵୀ ପୂରଣ ନକରି ସରକାର ତରଵରିଆ ଭାବେ ରାଜନୈତିକ ଚାପରେ ଏପରି ସ୍ଥାନାନ୍ତର କରୁଥିବା ବିଧାୟକ ଅଭିଯୋଗ କରିଛନ୍ତି। ଦାଵୀ ପୂରଣ ନ ହେଵା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଚାଲିଵ ଵୋଲି ବିଧାୟକ କହିଛନ୍ତି ।

   Related Posts