Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ କୋହଲିଙ୍କ ଘୋଷଣା, ଟି-୨୦ ୱାର୍ଲ୍ଡ କପ୍‌ ପରେ ଛାଡ଼ିବେ କ୍ୟାପ୍ଟେନ୍‌ ପଦ
  • ||
  • ସାନଖେମୁଣ୍ଡି : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଂଜିନିୟର, ଠିକାଦାରଙ୍କଠୁ ନେଉଥିଲେ ୫୦ହଜାର ଟଙ୍କା ଲାଞ୍ଚ
  • ||
  • ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୧୯ ଓ ୨୦ରେ ପ୍ରବଳ ବର୍ଷା ସମ୍ଭାବନା : IMD ଡିଜି
  • ||
  • ମାଲକାନଗିରି : ମାଲକାନଗିରିରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ, ଛତ୍ରଭଙ୍ଗ ଦେଲେ ମାଓବାଦୀ : କ୍ୟାମ୍ପ୍‌ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ
  • ||
  • ପୁରୀ : ଶୁକ୍ରବାର ବନ୍ଦ ରହିବ ଶ୍ରୀମନ୍ଦିର, ବିଶେଷ ନୀତି ଯୋଗୁଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ
  • ||
  • ସୋର : ଫୁଲୁଛି କାଂଶ ବାଂଶ ନଦୀ, ବଢୁଛି ଜଳସ୍ତର : ଚିନ୍ତାରେ ତଳିଆ ଅଞ୍ଚଳବାସୀ
  • ||
  • ଖଣ୍ଡପଡା : ରଥିଆ ନାଳରେ ଭାସି ବୃଦ୍ଧ ନିଖୋଜ, ମାଛ ଧରିବାକୁ ଯାଇ ନାଳରେ ଭାସିଯାଇଥିବା ସନ୍ଦେହ
  • ||
  • ଜଗତସିଂହପୁର : ମହାନଦୀ ବନ୍ୟାଜଳରେ ବୁଡି ଗାଡି ଚାଳକ ନିଖୋଜ, ଇଟାଭାଟିକୁ ଯାଉଥିବା ବେଳେ ଅଘଟଣ
  • ||
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||

ଭିଜିଲାନ୍ସ ଜାଲରେ କୋରାପୁଟ ଗ୍ରାମୀଣ ଜଳଯୋଗାଣ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ

1/12/2018 at 10:41 AM

କୋରାପୁଟ ୦୧|୧୨:  କୋରାପୁଟ ଗ୍ରାମୀଣ ଜଳଯୋଗାଣ ଓ ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମଣ କୁମାର ବେହେରାଙ୍କ ବାସଭବନରେ ଭିଜିଲାନ୍ସର ଚଢାଉ । ଚଢାଉ ବେଳେ ନଗଦ ୫୦ ହଜାର ଟଙ୍କା ଜବତ କରିବା ସହ ପିଅନ ସତ୍ୟଭାନୁ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ତେବେ ଘଟଣା ସ୍ଥଳରୁ ଯନ୍ତ୍ରୀ ଲକ୍ଷ୍ମଣ କୁମାର ବେହେରା ଫେରାର ହୋଇଯାଇଛନ୍ତି । ସୂଚନା ଅନୁସାରେ ପାଣିଟାଙ୍କି ନିର୍ମାଣ ସମ୍ପର୍କିତ ବିଲ୍ ପାସ୍ କରିବା ପାଇଁ ଠିକାଦାର ଟଙ୍କଧର ହରିଜନଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା ।

   Related Posts