Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍

7/12/2021 at 8:55 AM

କୋରାପୁଟ, ୦୭/୧୨: ସୁଙ୍କି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍ । ଏପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ସୁଙ୍କି ଘାଟିରେ ।

ସୂଚନାନୁସାରେ,  ଜାତୀୟ ରାଜପଥ ୨୬ର  ସୁଙ୍କି ଘାଟି ଠାରେ ଦୁଇଟି ମାଲବାହୀ  ଟ୍ରକ୍ ମୁହାଁମୁହିଁ ହୋଇଛନ୍ତି । ତେବେ କେହି ମୃତାହତ ହୋଇଛନ୍ତି ନା ନାହିଁ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।ଦୁର୍ଘଟଣା ପରେ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଉଭୟ ଦିଗରେ ଶହଶହ ଗାଡିମଟର ଅଟକି ରହିଛି ।   ଏପରିକି ଓଡିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯାତାୟତ ଠପ୍ ହୋଇଯାଇଛି ।

   Related Posts