Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଭୁଶୁଡି ପଡିଲା କୋଠା, କଂକ୍ରିଟ୍ ତଳେ ଚାପି ହୋଇ ରହିଛନ୍ତି ଅନେକ !

25/05/2021 at 1:55 PM

ରାଉରକେଲା, ୨୫/୦୫: ଭୁଶୁଡି ପଡିଲା କୋଠା ଘର । ଅନେକ ଲୋକ ଚାପି ହୋଇ ରହିଥିବା ସନ୍ଦେହ ।   ନୟାବଜାର ଅଞ୍ଚଳରେ  ଏହି କୋଠାଟି ଭୁଶୁଡି ପଡିଛି ।

ସୂଚନା ଅନୁସାରେ, ନୟବଜାର ଅଞ୍ଚଳରେ ଏକ ପରିତ୍ୟକ୍ତ କୋଠା ଭୁଶୁଡି ପଡିଛି। କୋଠାର କଂକ୍ରିଟ ଇଟା ତଳେ କିଛି ଲୋକ ଚାପିହୋଇ ରହିଥିବା ଅନୁମାନ କରାଯାଉଛି । ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

   Related Posts