Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କୋଟିଆରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି, ଭାଗନେବେ କୋଟିଆ ପଞ୍ଚାୟତ ଲୋକ

20/09/2021 at 5:53 PM

କୋରାପୁଟ ୨୦।୯: ଆନ୍ଧ୍ରପ୍ରଦେଶ କୋଟିଆ ପଞ୍ଚାୟତ ନିର୍ବାଚନ ସହ ଓଡ଼ିଶା ସରକାରଙ୍କ କୌଣସି ସମ୍ପୃକ୍ତି ନାହିଁ । ଓଡ଼ିଶାରେ ହେବାକୁ ଥିବା ଆଗାମୀ ପଞ୍ଚାୟତ ନିର୍ବାଚନରେ କୋଟିଆ ପଞ୍ଚାୟତର ସମସ୍ତ ଗ୍ରାମରେ ଓ୍ବାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚ ଓ ଜିଲ୍ଲା ପରିଷଦ ସଭ୍ୟ ନିମନ୍ତେ ଓଡିଶା ତରଫରୁ ପ୍ରତିନିଧି ଭାଗନେବେ । ସେଥି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ କରାଯାଉଛି । ଜିଲ୍ଲା ପ୍ରଶାସନ ତରଫରୁ କୋରାପୁଟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

   Related Posts