Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକ୍ଷମ ହେଲା କୋଭିଡ୍-୧୯ ହସ୍ପିଟାଲ

10/04/2020 at 12:50 PM

ବ୍ରହ୍ମପୁର୧୦/୪: ଗଞାମ ଜିଲ୍ଲାରେ ଆଜି କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକ୍ଷମ ହୋଇଛି। ଶୀତଳାପଲ୍ଲୀ ଠାରେ ସ୍ଥାପିତ ଟାଟା ଷ୍ଟିଲ୍ ପକ୍ଷରୁ ଏହି ହସ୍ପିଟାଲର ବ୍ୟବସ୍ଥା କରାଯାଇଛି।୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ୍ ଶୀତଳାପଲ୍ଲୀ ଠାରେ ଉଦଘାଟିତ୍‌ ହୋଇଛି । ଏହି ହସ୍ପିଟାଲରେ ୧୫ଟି ଭେଣ୍ଟଲେଟର୍ ବ୍ୟବସ୍ଥା ରହିଛି। ଟାଟା ଷ୍ଟିଲ ସହାୟତାରେ ଏହି ହସ୍ପିଟାଲ୍ ସ୍ଥାପିତ ହୋଇଛି । ଗଞାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି। ଅନ୍ୟପଟେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅନ୍ୟ ଜିଲ୍ଲାରେ କୋଭିଡ-୧୯ ହସ୍ପିଟାଲର ନିର୍ମାଣ ପାଇଁ ବ୍ୟବସ୍ଥା ରହିଛି।

   Related Posts