Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭୁବନେଶ୍ବର ବରମୁଣ୍ଡା ପଡିଆରେ ବିଶାଳ କୃଷକ ସମାବେଶ ; ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

15/01/2019 at 8:45 AM

ଭୁବନେଶ୍ବର ୧୫|୧: ମୋଦିଙ୍କ ଫୋକସରେ ପଶ୍ଚିମ ଓଡ଼ିଶା ଭୋଟର ଥିବାବେଳେ ନବୀନଙ୍କ ଟାର୍ଗେଟରେ କୃଷକ । ଭୁବନେଶ୍ବର ବରମୁଣ୍ଡା ପଡିଆରେ ବିଶାଳ କୃଷକ ସମାବେଶରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃଷକଙ୍କ ସର୍ବାଙ୍ଗୀନ ଉନ୍ନତି ଓ ଆୟ ବଢ଼ାଇବା ପାଇଁ ବଜାର ବ୍ୟବସ୍ଥା, କୃଷି ଉନ୍ନତିକରଣ ନେଇ ୫ ଦିନିଆ କର୍ମଶାଳାର ବିରାଟ ଆୟୋଜନ କରୁଛନ୍ତି ରାଜ୍ୟ ସରକାର । କୃଷି ସମାବେଶ ଓ ପ୍ରଦର୍ଶନୀରେ ହଜାର ହଜାର ଚାଷୀ ଏକାଠି ହେବେ । ଏହା ସହ କାର୍ଯ୍ୟକ୍ରମରେ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ରହିବେ ।

   Related Posts