Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଆଜି କୁମ୍ଭରେ ଦ୍ବିତୀୟ ସାହି ସ୍ନାନ ; ପ୍ରୟାଗରାଜରେ ବୁଡ ପକାଉଛନ୍ତି ସାଧୁ ସନ୍ଥ

4/02/2019 at 10:32 AM

ପ୍ରୟାଗରାଜ ୪|୨: ଆଜି କୁମ୍ଭରେ ଦ୍ବିତୀୟ ସାହି ସ୍ନାନ । ପ୍ରୟାଗରାଜରେ ସାଧୁସନ୍ଥଙ୍କ ସହ ଶ୍ରଦ୍ଧାଳୁ ବୁଡ ପକାଉଛନ୍ତି । ମାଘ ମାସ କୃଷ୍ଣ ପକ୍ଷ ଅମାବାସ୍ୟାରେ ଏହି ସାହି ସ୍ନାନକୁ ବେଶ ପବିତ୍ର ମନେ କରାଯାଏ । ଆଜି ମୌନି ଅମାବାସ୍ୟା ସହ ସୋମବାର ଏଭଳି ଏକ ସଂଯୋଗ ଅନେକ ବର୍ଷ ପରେ ପଡୁଛି । ଦ୍ବିତୀୟ ଶାହି ସ୍ନାନରେ ପ୍ରାୟ ୫୦ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ଉତ୍ତର ପ୍ରଦେଶ ସରକାର ପ୍ରୟାଗରାଜରେ ଘାଟ ସଂଖ୍ୟା ବଢ଼ାଇଛନ୍ତି ।

କୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଭିନ୍ନ ଆଖଡାରୁ ସାଧୁ ସନ୍ଥ ମାନେ ଶୋଭାଯାତ୍ରାରେ ଆସି ସ୍ନାନ କରୁଛନ୍ତି । ପ୍ରୟାଗରାଜର ବିଭିନ୍ନ ଘାଟରେ ଏହି ଦୃଶ୍ୟ ଦେଖିବାକୁ ମିଳୁଛି ।

   Related Posts