Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଚଳନ୍ତା ଟ୍ରାକ୍ଟରରୁ ଖସିପଡି ଶ୍ରମିକଙ୍କ ମୃତ୍ୟୁ

24/06/2019 at 12:36 PM

କଳାହାଣ୍ଡି ୨୪|୬: ଚଳନ୍ତା ଟ୍ରାକ୍ଟରରୁ ଖସି ଶ୍ରମିକଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ମହିମା ପଞ୍ଚାୟତ ଘଣ୍ଟିଗୁଡାଠାରେ ଟ୍ରାକ୍ଟରରୁ ପଡି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଇଟା ବୋଝେଇ କରି ଆସୁଥିବା ସମୟରେ ଟ୍ରାକ୍ଟର ହେଡରେ ବସିଥିବା ଶ୍ରମିକ ମହେଶ୍ବର ପଟେଲ ଭାରସାମ୍ୟ ହରାଇ ପଡିଯାଇଥିଲେ । ଫଳରେ ପଛ ଚକ ମାଡିଯିବାରୁ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts