Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବ୍ରିଜ୍ କାମ ବେଳେ ଖସିପଡିଲେ ଶ୍ରମିକ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

2/11/2020 at 5:03 PM

ସୋର ୨।୧୧: ବ୍ରିଜ୍ କାମ କରୁଥିବା ସମୟରେ ବ୍ରିଜରୁ ଖସି ଶ୍ରମିକ ଗୁରୁତର । ଗୁରୁତର ଅବସ୍ଥାରେ ଆଗରପଡା ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ୍ ବରଦା ଗ୍ରାମରେ ନରିପୁର ସାଳନ୍ଦୀ ନଦୀର ନୂତନ ଭାବେ ବ୍ରିଜ୍ କାମ ଚାଲୁଥିବା ବେଳେ ନିରଞ୍ଜନବିନ୍ଧା ଗ୍ରାମର ସୁନା ମୁର୍ମୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । କାର୍ଯ୍ୟ କରୁଥିବା ସମୟରେ ହଠାତ୍ ବ୍ରିଜ୍ ଉପରୁ ତଳକୁ ଖସିପିଡ଼ିଥିଲେ । ସ୍ଥାନୀୟ ଲୋକମାନଙ୍କ ସହାୟତାରେ ଆଗରପଡା ମେଡ଼ିକାଲକୁ ନିଆଯାଇଛି । ତାଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି ।

   Related Posts