Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ସିମେଣ୍ଟ କାରଖାନାରେ ଦୁର୍ଘଟଣା : କାମ କରୁଥିବା ବେଳେ ଖସିପଡି ଶ୍ରମିକଙ୍କ ମୃତ୍ୟୁ

13/10/2020 at 1:35 PM

ରାଉରକେଲା ୧୩।୧୦: ଡାଲମିଆ ସିମେଣ୍ଟ କାରଖାନାରେ ଦୁର୍ଘଟଣା । ଲାଇନ-ଟୁରେ କାମ କରୁଥିବା ବେଳେ ଉପରୁ ଖସିପଡି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ହେଲେ ଦାରୁପଡାର ଦୀପକ ଏକ୍କା ।

ସେ ଜଣେ ଠିକା ଶ୍ରମିକ ଭାବେ କାମ କରୁଥିଲେ । ତାଙ୍କୁ ରାଜଗାଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଚାପା ଉତ୍ତେଜନା ଲାଗି ରହିଛି । ପରିବାର ଲୋକ ଓ ଗାଁ ଲୋକେ କ୍ଷତିପୂରଣ ଦାବି କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ  ଆରମ୍ଭ କରିଛି ।

   Related Posts