Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

କୂଅ ଖୋଳିବା ବେଳେ ଖସିଲା ଅତଡା : ଫସିଗଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି

6/04/2021 at 10:58 AM

କାମାକ୍ଷାନଗର ୬।୪: କୂଅ ଖୋଳୁଥିବା ବେଳେ ଅଘଟଣ । ଅତଡା ଖସି ଚାପିହୋଇ କୂଅରେ ଫସିଗଲେ ଶ୍ରମିକ । ଫସି ରହିଥିବା ଶ୍ରମିକ ଜଣଙ୍କ ହେଲେ କାମାକ୍ଷାନଗର ଦିଗୋଡିଆ ସାହିର ଧୂଳିଆ ମଲ୍ଲିକ ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଆଳୁତୁମା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳୁ ୫ ଜଣ ଶ୍ରମିକ କୂଅ ଖୋଳୁଥିଲେ । ସେହି ସମୟରେ ହଠାତ୍ ଅତଡା ଖସିବାରୁ କୂଅ ଭିତରେ ଥିବା ଧୁଳିଆ ମଲ୍ଲିକ ଚାପି ହୋଇ ରହିଯାଇଛନ୍ତି । ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ୩ଟି ଜେସିବି ମେସିନ ସାହାଯ୍ୟରେ ଖୋଳି ବାହାର କରି ଶ୍ରମିକ ଜଣଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା ଜାରି ରଖିଛି ।

   Related Posts