ସୁରକ୍ଷା ଦାବିରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
18/07/2019 at 9:30 AM

ପାରାଦୀପ ୧୮|୭: ସୁରକ୍ଷା ଦାବିରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ । ପାରାଦୀପ ପିଆଇସିଟି କମ୍ପାନୀ ଫାଟକ ସମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି ଶ୍ରମିକ । ଗୁରୁତର ଶ୍ରମିକଙ୍କ ଚିକିତ୍ସାରେ ଅବହେଳା ଅଭିଯୋଗ କରି ଶତାଧିକ ଶ୍ରମିକ ଧାରଣାରେ ବସିଛନ୍ତି ।

ବିଳମ୍ବିତ ରାତିରେ କାମ କରୁଥିବା ବେଳେ ତଳକୁ ଖସି ପଡି ଜଣେ ଶ୍ରମିକ ଗୁରୁତର ହୋଇଥିଲେ । କମ୍ପାନୀ କର୍ତ୍ତୃପକ୍ଷ ତାଙ୍କ ଚିକିତ୍ସାରେ ଅବହେଳା କରିଥିବା ଅଭିଯୋଗ ହୋଇଛି ।
Related Posts
ଆସନ୍ତାକାଲି ଠାରୁ ବନ୍ଦ ରହିବ କୋଣାର୍କ ମନ୍ଦିର
15 April 2021
ପାଣି ପାଇପ ଚୋରି ଅଭିଯୋଗରେ ୩ ଗିରଫ
15 April 2021