Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ପୋଲ ନିର୍ମାଣ କାର୍ଯ୍ୟ ଚାଲି ଥିବା ବେଳେ ଡ୍ରିଲିଂ ମେସିନ ଫାଟି ଶ୍ରମିକ ଗୁରୁତର

2/06/2019 at 9:07 AM

କେନ୍ଦୁଝର ୨/୬: କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ରାଜପଥ ର ସ୍ଵାମ ନାଳର ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବାବେଳେ ଘଟିଛି ଅଘଟଣ। ଡ୍ରିଲିଂ ମେସିନ ଫାଟି ଯିବା ଫଳରେ ଶ୍ରମିକ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଗୁରୁତର ଶ୍ରମିକ ମୟୁରଭଞ୍ଜ କୁଳିଅଣା  ଜାମୁଡ଼ି ଅଞ୍ଚଳର  ଫୁକୁନ ସିଂ। ଫୁକୁନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି।ନୂତନ ପୋଲ ନିର୍ମାଣ କରୁଥିବା ଠିକା ସଂସ୍ଥାର ଦାୟିତ୍ବହୀନତା ଯୋଗୁ ଏପରି ଦୁର୍ଘଟଣା ଘଟିଥିବା  ଅଭିଯୋଗ ହୋଇଛି।

   Related Posts