Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଷ୍ଟେସନରେ କୋଇଲା ଅନଲୋଡିଂ ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକ ଗୁରୁତର

28/05/2019 at 9:28 AM

ସୋର ୨୮|୫: ବାଲେଶ୍ବର ଜିଲ୍ଲା ଖନ୍ତାପଡା ରେଳ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରୁ ଅନଲୋଡିଂ ବେଳେ ଅଭାବନୀୟ ଘଟଣା ଘଟିଛି । ଅନଲୋଡିଂ ବେଳେ ଟ୍ରେନ୍ ଲାଇନ ଉପରେ ଯାଇଥିବା ଉଚ୍ଚ ଶକ୍ତି ସମ୍ପୂର୍ଣ୍ଣ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି । ଗୁରୁତର ଶ୍ରମିକ ନଇଛଣପୁର ଗାଁର ଉମେଶ ମଲିକ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ଟ୍ରେନରୁ ଅନଲୋଡିଂ କରୁଥିବା ଶ୍ରମିକମାନେ ଟ୍ରେନ୍ ଅଟକାଇଛନ୍ତି । ଫଳରେ ସକାଳ ୬ଟା୪୦ ମିନିଟ୍‌ରୁ ଦକ୍ଷିଣ ପୂର୍ବ ରେଳପଥରେ ଟ୍ରେନ୍ ଚଳାଚଳ ଠପ୍ ହୋଇଯାଇଛି ।

   Related Posts