Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ପାରାଦୀପ ତୈଳ ବିଶୋଧନାଗାର ପରିସରରୁ ଶ୍ରମିକ ନିଖୋଜ, ଜଳାଶୟ ନିକଟରୁ ମିଳିଲା ପ୍ୟାଣ୍ଟ୍, ଚପଲ ଓ ମୋବାଇଲ

19/01/2021 at 4:06 PM

ପାରାଦୀପ ୧୯।୧: ପାରାଦୀପ ତୈଳ ବିଶୋଧନାଗାର ପରିସରରୁ ଶ୍ରମିକ ନିଖୋଜ । ସ୍କୁବା ଡ୍ରାଇଭର ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏପର୍ଯ୍ୟନ୍ତ ଯୁବକଙ୍କର କୌଣସି ସନ୍ଧାନ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ପାରାଦୀପ ତୈଳ ବିଶୋଧନାଗାର ପରିସରରୁ ସୋମବାର ବିଳମ୍ବିତ ରାତିରୁ ଜଣେ ଶ୍ରମିକ ନିଖୋଜ ହୋଇଯାଇଛନ୍ତି । ନିଖୋଜ ଯୁବକ ଜଣଙ୍କ ହେଲେ କୁଜଙ୍ଗ ବ୍ଲକ ପଙ୍ଗପାଳ ଗ୍ରାମର ବିଶ୍ବ ମହେଶ୍ବର ଆଚାର୍ଯ୍ୟ ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତୈଳ ବିଶୋଧନାଗାର ପରିସରରେ ଥିବା ଜଳାଶୟ ନିକଟରୁ ସଂପୃକ୍ତ ଯୁବକଙ୍କ ପ୍ୟାଣ୍ଟ୍, ଚପଲ ଓ ମୋବାଇଲ ଫୋନ୍ ଜବତ ହୋଇଛି । ସ୍କୁବା ଡ୍ରାଇଭର ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି।

   Related Posts