Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଯୁବତୀଙ୍କୁ ଗଛରେ ବାନ୍ଧି ମାଡ : ଭଉଣୀ, ଭିଣୋଇ ଓ ପୁତୁରା ମିଶି ମାଡ ମାରିଥିବା ଅଭିଯୋଗ

11/08/2019 at 6:10 PM

ନୀଳଗିରି ୧୧|୮: ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ବଉଳଗଡ଼ିଆ ଅଞ୍ଚଳରେ ଯୁବତୀଙ୍କୁ ନଡ଼ିଆ ଗଛରେ ରଶିରେ ବାନ୍ଧି ମାଡ ମରାଯାଇଥିବା ଅଭିଯୋଗ ହୋଇଛି । ଯୁବତୀଙ୍କ ଭଉଣୀ, ଭିଣୋଇ ଓ ପୁତୁରା ତାଙ୍କୁ ପିଟୁଥିବାର ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ଗ୍ରାମବାସୀ ପହଂଚି ଯୁବତୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ନୀଳଗିରି ମେଡିକାଲରେ ଭର୍ତ୍ତି କରାଇଛନ୍ତି । ଘଟଣାସ୍ଥଳରେ ଈଶ୍ବରପୁର ଫାଣ୍ଡି ପୋଲିସ ପହଂଚି ପୁତୁରାକୁ ନୀଳଗିରି ଥାନାରେ ଅଟକ ରଖିଛି। ତେବେ ଘରଜ୍ବାଇଁ ଥିବା ଭିଣୋଇର ଜମିଜମାକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ଜଣାପଡିଛି ।

   Related Posts