Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ମହିଳା ଡାକ୍ତରଙ୍କ ମୃତ୍ୟୁକୁ ୮୦ ଘଣ୍ଟା ଟପିଲାଣି, ହେଲେ ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରୁନାହିଁ ପୋଲିସ

20/08/2018 at 2:21 PM

ମହିଳା ଡାକ୍ତରଙ୍କ ମୃତ୍ୟୁକୁ ୮୦ ଘଣ୍ଟା ଟପିଲାଣି । କିନ୍ତୁ ଅଭିଯୁକ୍ତଙ୍କ ନିକଟରେ ପହଞ୍ଚିପାରୁନାହିଁ ପୋଲିସ୍। ସେପଟେ ଝିଅକୁ ଝୁରିହେଉଥିବା ବାପ-ମାଆଙ୍କ ଆଖିରୁ ଲୁହ ବନ୍ଦ ହେଉନି ।

   Related Posts