Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚଳନ୍ତା ହାଇଓ୍ବା ଗାଡିରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଚାଳକ
  • ||
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||

ସ୍କୁଟିକୁ ଧକ୍କା ଦେଲା ଟ୍ରକ୍ : ଦୁର୍ଘଟଣାରେ ଯୁବତୀ ଗୁରୁତର

11/09/2019 at 11:53 AM

ଢେଙ୍କାନାଳ ୧୧।୯: ଢେଙ୍କାନାଳ ୫୫ନଂ ଜାତୀୟ ରାଜପଥର ଢେଙ୍କାନାଳ ବାଏପାସରେ ଏକ ସ୍କୁଟିକୁ ଟ୍ରକ୍ ଧକ୍କା ଦେଇଛି । ସଡକ ଦୁର୍ଘଟଣାରେ ସ୍କୁଟିରେ ଯାଉଥିବା  ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଯୁବତୀ ଜଣଙ୍କ ବନ୍ଧନ ବ୍ୟାଙ୍କ ଢେଙ୍କାନାଳ ଶାଖାର କର୍ମଚାରୀ ଶାନ୍ତିଲତା ପରିଡା ବୋଲି ଜଣାପଡିଛି ।

ଗୁରତର ଶାନ୍ତିଲତାଙ୍କ ଘର ବାଲେଶ୍ବର ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମାତ୍ର ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ସେ ବ୍ୟାଙ୍କର କଲେକ୍ସନରେ ଯାଉଥିବାବେଳେ ଢେଙ୍କାନାଳ ବାଏପାସର ଶକ୍ତି ସୁଗାର ନିକଟରେ ତାଙ୍କୁ ଏହି ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ପୋଲିସ ଜବତ କରିଛି । 

   Related Posts