Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ନିଖୋଜ ଘଟଣା : ସ୍କୁଲ ସଭାପତି ଅଟକ

14/10/2021 at 11:04 AM

କଳାହାଣ୍ଡି ୧୪।୧୦: କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ସ୍ଥିତ ଘରୋଇ ସ୍କୁଲର ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ସ୍କୁଲର ସଭାପତି ଅଟକ । ବଲାଙ୍ଗୀର ପୋଲିସ ଦ୍ବାରା ସ୍କୁଲ ସଭାପତି ଅଟକ ଅଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅନ୍ତର୍ଗତ ଶିକ୍ଷୟିତ୍ରୀ l ୮ ତାରିଖରୁ ସ୍କୁଲରୁ ନିଖୋଜ ନେଇ ଅଭିଯୋଗ ହୋଇଥିଲା । ପରେ ବଲାଙ୍ଗୀର ପୋଲିସ ତଦନ୍ତ ଆରମ୍ଭ କରିଥିଲା ।

ଶିକ୍ଷୟିତ୍ରୀ ମହାଲିଙ୍ଗ ସ୍ଥିତ ସନସାଇନ ପବ୍ଲିକ ସ୍କୁଲରେ କାର୍ଯ୍ୟରତ ଥିଲେ। ତୁରେକେଲା ପୋଲିସ ସ୍କୁଲର ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି । ସିନ୍ଧିକେଲା ଥାନାରେ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ନେଇ ଅଭିଯୋଗ ହୋଇଛି।

   Related Posts