Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଲଗାଣ ବର୍ଷାରେ ଭୁଷୁଡି ପଡିଲା ଘର, ଅଳ୍ପକେ ବର୍ତ୍ତିଲେ ବାପା-ମାଆ ସହ ୨ ଶିଶୁ

15/11/2021 at 12:35 PM

ଖଲ୍ଲିକୋଟ, ୧୫|୧୧:  ଲଗଣା ବର୍ଷାରେ ଭୁଷୁଡି ଗଲା କଚ୍ଚା ଘର । ଅଳ୍ପକେ ବର୍ତ୍ତିଲେ ଦୁଇ ଶିଶୁ ସମେତ ବାପା ଓ ମାଆ । ଏହିଭଳି ଏକ ଅଘଟଣ ଗଞ୍ଜାମ ଜିଲା ଛତ୍ରପୁର ଏନଏସି ଅନ୍ତର୍ଗତ ୯ନଂ ୱାର୍ଡର ନୁଆସାହିରେ ଘଟିଛି ।

ସୂଚନାନୁସାରେ, ନୂଆସାହିରେ ରହୁଥିବା କାଳୁ ଚରଣ ନାୟକଙ୍କ ଘର ସୋମବାର ସକାଳେ ସମ୍ପୂର୍ଣ୍ଣ ଭାବେ ଭୁଷୁଡି ପଡିଛି । କିନ୍ତୁ ଘରେ କେହି ନଥିବାରୁ କାଳୁ ଓ ତାଙ୍କ ସ୍ତ୍ରୀ ସମେତ ଦୁଇ ଶିଶୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘରର ସମସ୍ତ ଆସବାପତ୍ର ମାଟି ମିଶି ନଷ୍ଟ ହୋଇଯାଇଛି । ଘଟଣାର ଖବର ପାଇ ଏନଏସି ନିର୍ବାହୀ ଅଧିକାରୀ ପହଁଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

କାଳୁ ଜଣେ ଦିନ ମଜୁରିଆ ହୋଇଥିବାରୁ ତାଙ୍କୁ କ୍ଷତିପୂରଣ ସହ ଆବାସ ଯୋଜନାରେ ଘର ଦେବାକୁ ଦାବି ହେଉଛି ।  ତେବେ ଗଞ୍ଜାମ ଜିଲା ଛତ୍ରପୁରରେ  ଲଗାଣ ବର୍ଷା କାରଣରୁ କଚ୍ଚା ଘରଟି ଭୂଷୁଡି ପଡିଥିବା ଜଣାପଡିଛି ।

   Related Posts