Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

ଭଦ୍ରକ ବ୍ଲକ୍ ବହୁଦରଡା ପଞ୍ଚାୟତରେ ନୂତନ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ, ଉପକୃତ ହେବେ ୩ ପଞ୍ଚାୟତର ୧୦ହଜାର ଲୋକ

12/11/2021 at 12:47 PM

ଭଦ୍ରକ ୧୨।୧୧: ଭଦ୍ରକ ବ୍ଲକ ବହୁଦରଡ଼ା ପଞ୍ଚାୟତରେ ଏକ ନୂତନ ସଡ଼କ ପାଇ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ସାଂସଦ ମଞ୍ଜୁଲତା ମଣ୍ଡଳ ଓ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ରାସ୍ତାଟିର ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହି ନୂତନ ସଡ଼କ ୧୬ନମ୍ବର ଜତୀୟ ରାଜପଥର ବହୁଦରଡ଼ା ଛକଠାରୁ କଳାହାଣ୍ଡିଆ ଖାନାବାରୀ ଯାଏଁ ନିର୍ମାଣ କରାଯିବ । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ପ୍ରାୟ ୭ କିଲୋମିଟର ଯାଏଁ ହେବାକୁ ଥିବା ଏହି ନୂତନ ରାସ୍ତା ପାଇଁ ୩ କୋଟିରୁ ଉର୍ଦ୍ଧ୍ବ  ଟଙ୍କା ବ୍ୟୟ ଅଟକଳ ମଞ୍ଜୁର କରାଯାଇଛି । ଏହି ରାସ୍ତା ନିର୍ମାଣ ହେଲେ ୩ଟି ପଞ୍ଚାୟତ ଯଥାକ୍ରମେ  ବହୁଦରଡ଼ା, ଅଣ୍ଡେଇପଲ୍ଲି ଓ ବେତଡ଼ାର ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ବ  ଲୋକ ଉପକୃତ ହେବେ ।  

   Related Posts