Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ବନ୍ଧୁକ ମୁନରେ ଲୁଟ୍ : ପିଇଓଙ୍କଠାରୁ ୩ଲକ୍ଷ ୯୩ହଜାର ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

16/08/2019 at 4:41 PM

ବୌଦ୍ଧ ୧୬|୮: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଦପଲା ରାସ୍ତାରେ ଦିନ ଦ୍ବିପ୍ରହରରେ ବନ୍ଧୁକ ମୁନରେ ଲୁଟ୍ ଅଭିଯୋଗ ହୋଇଛି । ଲମସେରୀ ପଂଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିପୁଳ ଦାଶଙ୍କ ଠାରୁ ୩ ଲକ୍ଷ ୯୩ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ।

ସୂଚନାଯୋଗ୍ୟ ଯେ, ବିପୁଳ ଦାଶ ମାନମୁଣ୍ଡରୁ ଭତ୍ତା ଟଙ୍କା ନେଇ ଲମସେରୀ ପଂଚାୟତକୁ ଏକ ଭ୍ୟାନ ଯୋଗେ ଯାଉଥିଲେ। ଦପଲା ରାସ୍ତାରେ ୨ଟି ବାଇକରେ ୫ଜଣ ଦୁର୍ବୃତ୍ତ ଆସି ବନ୍ଧୁକ ଦେଖାଇ ତାଙ୍କଠାରୁ ଭତ୍ତା ଟଙ୍କା ଧରି ଚମ୍ପଟ ମାରିଥିଲେ। ଏନେଇ ବିପୁଳ ଦାଶ ମନମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିବା ପରେ ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଂଚି ଅନୁସନ୍ଧାନ ଆରମ୍ଭ କରିଛି।

   Related Posts