Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଛୁରାମାଡ କରି ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲକ୍ଷାଧିକ ଚଙ୍କା ଲୁଟ୍

27/01/2020 at 3:14 PM

ଆନନ୍ଦପୁର ୨୭।୦୧: ଛୁରୀ ମାଡ କରି ଲୁଟ୍। କେନ୍ଦୁଝର ଜିଲ୍ଲା ଘସିପୁରା ନହାଗୁଣା ଗାଁ ନିକଟରେ ଭାରତ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଛୁରୀରେ ଆକ୍ରମଣ କରି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଗୁରୁତର କର୍ମଚାରୀ ନିଶାକର ମଲ୍ଲିକଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ଫାଇନାନ୍ସ କର୍ମଚାରୀ ନିଶାକର ଆଜି ବିଭିନ୍ନ ସ୍ବୟଂସହାୟକ ଗୋଷ୍ଠୀଙ୍କୁ ଦିଆଯାଇଥିବା ଋଣର କିସ୍ତି ଟଙ୍କା କଲେକ୍ସନ କରି ଫେରୁଥିବାବେଳେ ଆକ୍ରମଣର ଶିକାର ହୋଇଥିଲେ । ୨ ଦୁର୍ବୃତ୍ତ ପଲସରରେ ଆସି ଛୁରାମାଡ କରି ଟଙ୍କା ଲୁଟିନେଇଥିବା ସେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts