Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ: କିଏ କାଟିଥିଲା ଗଛ ? ବନ ବିଭାଗ ଆରମ୍ଭ କଲା ଛାନ୍‌ଭିନ୍

27/10/2020 at 5:01 PM

ସାଲେପୁର୨୭/୧୦: କଟକ ଜିଲ୍ଲା ଡାଳିଯୋଡା ରେଞ୍ଜ ସେକ୍ସନ ଅନ୍ତର୍ଗତ ହରିଡାପାଳ ଜଙ୍ଗଲରୁ ବନ ବିଭାଗ ଲକ୍ଷାଧିକ ଟଙ୍କାର ଚୋରା ଶାଗୁଆନ କାଠ ଜବତ କରିଛି। ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇଁ ଫରେଷ୍ଟର ଚନ୍ଦ୍ର ଶେଖର ଦାସ, ରବିନ୍ଦ୍ର ନାୟକ ଓ ତାଙ୍କ ଟିମ୍ କାଠ କଟା ଯାଉଥିବା ହରିଡାପାଳ ଜଙ୍ଗଲ ଭିତରେ ଚଢାଉ କରି ୧ଲକ୍ଷ ଟଙ୍କରୁ ଉର୍ଦ୍ଧ୍ବ ସାଗୁଆନି କାଠ ଜବତ କରିଛି।

ହେଲେ ଏ କାଠ କାହାର ଜଣାପଡିନଥିବା ବେଳେ ଦୀର୍ଘ ଦିନ ହେବ ଏହି ଚୋରା କାଠ ମାଫିଆମାନେ ଚୋରା କାରବାର ଚଳାଇ ଆସିବା ସହ ଗଛ କାଟି ରାଜୁତି କରି ଆସୁଛନ୍ତି। ତୁରନ୍ତ ଚୋରା କାଠର ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀ ଦାସ ପ୍ରକାଶ କରିଛନ୍ତି।

   Related Posts