Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ

18/01/2021 at 8:41 AM

ଭୁବନେଶ୍ୱର ୧୮।୦୧: ଚାଲିଗଲେ ଲଳିତ । ବିଶିଷ୍ଟ ଶ୍ରମିକ ନେତା ଲଲିତ ନାୟକଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ସୋମବାର ଦିନ ସକାଳ ୫.୩୦ରେ ଲଳିତଙ୍କ ପରଲୋକ ହୋଇଯାଇଛି ।

ବିଶିଷ୍ଟ ସମାଜସେବୀ ଓ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏମ୍‌ସ ହସ୍ପିଟାଲରେ ଲଳିତଙ୍କ ପରଲୋକ ହୋଇଛି । କିଛିମାସ ଧରି କ୍ୟାନସରରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ । ତେବେ ଶେଷରେ ସେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି । ସେହିପରି ପଶ୍ଚିମ ଓଡିଶା ଶ୍ରମିକ ସଂଗଠନର ସଭାପତି ଥିଲେ ଲଳିତ । ୪୦ରୁ ଅଧିକ ସଂଗଠନର ସଭାପତି ଥିଲେ ଲଳିତ । ସେ ସଦାସର୍ବଦା ଚାଷୀଙ୍କ ହକ୍‌ ପାଇଁ ଆନ୍ଦୋଳନ କରିଆସୁଥିଲେ ।

   Related Posts