Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ବସୁନ୍ଧରା ଯୋଜନାରେ ୨୯୨ ଜଣ ଭୂମିହୀନଙ୍କୁ ଜମିପଟ୍ଟା ପ୍ରଦାନ

10/11/2020 at 6:35 PM

ଆନନ୍ଦପୁର୧୦/୧୧: ମଙ୍ଗଳବାର  ଆନନ୍ଦପୁର ତହସିଲ ତରଫରୁ ବସୁନ୍ଧରା ଯୋଜନାରେ ୨୯୨ ଜଣ ଭୂମିହୀନଙ୍କ ଜମି ଚିହ୍ନଟ କରାଯାଇଛି। ଏଥିସହ ଏହି କାର୍ଯ୍ୟକ୍ରମରେ ବିଧାୟକ ଭାଗିରଥି ସେଠୀ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ବିଧାୟକ ସେଠୀ, ସେମାନଙ୍କୁ ଜମିପଟ୍ଟା ପ୍ରଦାନ କରିଥିଲେ। ଏହି ଯୋଜନାରେ ଅନ୍ତର୍ଭୁକ୍ତ ୨୯୨ ଜଣଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଛି।

   Related Posts