Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଲ୍ୟାଣ୍ଡମାଇନ ବିସ୍ଫୋରଣ, ଅଳ୍ପକେ ବର୍ତ୍ତିଲେ ଯବାନ

27/01/2020 at 10:52 AM

ରାୟଗଡା ୨୭।୦୧: ରାୟଗଡ଼ା ଜିଲ୍ଲା ନିୟମଗିରି ପାହାଡ଼ରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଯବାନଙ୍କ କୁମ୍ବିଂ ଅପରେସନ ସମୟରେ ମାଓବାଦୀମାନେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ ଅଳ୍ପକେ ବର୍ତ୍ତଯାଇଛନ୍ତି ସମସ୍ତ ଯବାନ ।

ଜଙ୍ଗଲରେ କୁମ୍ବିଂ ଅପରେସନ ସମୟରେ ମାଓ କ୍ୟାମ୍ପ ଠାବା ହୋଇଛି । କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି ବୋଲି ରାୟଗଡା ଏସ୍‌ପି ସୂଚନା ଦେଇଛନ୍ତି । ଜଙ୍ଗଲରେ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ।  ତେବେ ରବିବାର ଦିନ ନିୟମଗିରି ପାହାଡରେ ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଗୁଳିବିନିମୟରେ କୌଣସି ମୃତାହତର ସୂଚନା ମିଳିନାହିଁ ।

   Related Posts