ବାଲିଗୁଡା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ
30/03/2019 at 11:30 AM

ବାଲିଗୁଡା ୩୦|୩ : ବାଲିଗୁଡାରେ ପୁଣି ମାଓବାଦୀ ହିଂସାକାଣ୍ଡ ଘଟାଇଛନ୍ତି । ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଗୋଟିଏ ଗାଈର ମୃତ୍ୟୁ ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତବରଣ ଦେଖିବାକୁ ମିଳିଛି ।
ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲାରେ ପୁଣି ମାଓବାଦୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଖମଣଖୋଲ ଗ୍ରାମପଞ୍ଚାୟତ ନିକଟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ଫଳରେ ଗୋଟିଏ ଗାଈର ମୃତ୍ୟୁ ହେବା ସହ ପଞ୍ଚାୟତ କାର୍ଯ୍ୟାଳୟ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଘଟଣା ପରେ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି । ଲୋକମାନେ ସେହି ରାସ୍ତା ଦେଇ ଯିବାକୁ ଭୟ କରୁଛନ୍ତି ।
Related Posts
ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
8 March 2021
ଜଙ୍ଗଲରେ ନିଆଁ ପାଇଁ ଅକଳରେ ବନବିଭାଗ, ଡକାଗଲା ଜରୁରୀ ବୈଠକ
8 March 2021