Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଆଜି ପ୍ରଥମ ପର୍ଯ୍ୟାୟ ଟିକାକରଣର ଶେଷ ଦିନ, ରାଜଧାନୀରେ ୫୦୦ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଭାକସିନ୍

25/01/2021 at 11:26 AM

ଭୁବନେଶ୍ୱର,୨୫୦୧: ସୋମବାର ଶେଷ ହେବ ପ୍ରଥମ ପର୍ଯ୍ୟାୟ ଟିକାକରଣ ପକ୍ରିୟା । ଶେଷ ଦିନରେ ୫୦୦ ସ୍ୱାସ୍ଥ୍ୟକର୍ମୀ ଟିକା ନେବେ ବୋଲି ସୂଚନା ମିଳିଛି ।

ଏହି ସ୍ୱାସ୍ଥ୍ୟକର୍ମୀଙ୍କୁ ଭୁବନେଶ୍ୱରର ୪ଟି କେନ୍ଦ୍ରରେ ଟିକା ଦିଆଯିବ । କ୍ୟାପିଟାଲ ହସ୍ପିଟାଲ, ଏମସ, ସମ୍ ହସ୍ପିଟାଲ ଓ କେୟାର ହସ୍ପିଟାଲରେ ଏଥିପାଇଁ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧରୀ ।

ବିଏମସି କମିଶନର କହିଛନ୍ତି ଯେ, ଶନିବାର ସୁଦ୍ଧା ୮୫୦୦ଜଣଙ୍କୁ ଟିକା ଦିଆ ଯାଇଥିଲା । ସୋମବାର ୫୦୦ଜଣଙ୍କୁ ଟିକା ଦିଆଯିବ । ଏହାପରେ ୨୭ଓ ୨୮ତାରିଖ ବେଳକୁ ଦ୍ୱିତୀୟ ପର୍ଯ୍ୟାୟ ଟିକା ଦିଆଯିବ । ଏହି ପର୍ଯ୍ୟାୟରେ ୧୬ରୁ ୧୭ହଜାର ସ୍ୱାସ୍ଥ୍ୟକର୍ମୀକୁ ଟିକା ଦିଆଯିବ । ସମସ୍ତଙ୍କୁ କୋଭାକ୍ସିନ ଦିଆଯିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ସାରା ଦେଶରେ ଜାନୁଆରୀ ୧୬ରୁ ଟିକାକରଣ ଆରମ୍ଭ ହୋଇଛି ।

   Related Posts