Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଭେଣ୍ଟିଲେଟରରେ ଜୀବନ ମୃତ୍ୟୁ ସହ ଲଢ଼େଇ କରୁଛନ୍ତି ଲତା ମଙ୍ଗେଶକର : ପଢ଼ନ୍ତୁ ପୂରା ଖବର

13/11/2019 at 12:32 PM

ମୁମ୍ବାଇ ୧୩/୧୧: ବିଶ୍ବରେ ସ୍ବର କୋକିଳା ନାଁରେ ପ୍ରସିଦ୍ଧା ବଲିଉଡ ଗାୟିକା ଲତା ମଙ୍ଗେଶକରଙ୍କୁ ଗତ ସୋମବାର ହଠାତ୍ ନିଃଶ୍ବାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସୂଚନା ଅନୁଯାୟୀ, ୯୦ବର୍ଷ ବୟସ୍କା ଲତା ମଙ୍ଗେଶକରଙ୍କ ଅବସ୍ଥା ଏବେ ବି ଗମ୍ଭୀର ରହିଛି। ତାଙ୍କୁ ଏବେ ଭେଣ୍ଟିଲେଟରରେ ରଖାଯାଇଛି। ଲତା ମଙ୍ଗେଶକରଙ୍କୁ ସୋମବାର ରାତି ପାଖାପାଖି ୧.୩୦ରେ ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାର କିଛି ସମୟ ପରେ ତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଛି।

ଡାକ୍ତରମାନେ ପରିଷ୍କାଭାବେ କହି ଦେଇଛନ୍ତି ଯେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି।

   Related Posts