Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟ ଆଇନଜୀବି ସଂଘ ପକ୍ଷରୁ ୪୯ତମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

29/12/2020 at 2:19 PM

ଚଣ୍ଡିଖୋଲ ୨୯।୧୨: ରାଜ୍ୟ ଆଇନଜୀବି ସଂଘ ପକ୍ଷରୁ ୪୯ତମ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି ।

ରାଜ୍ୟ ଆଇନଜୀବୀ ସଂଘର ସଭାପତି ବିଚିତ୍ର କୁମାର ବଡ଼ଜେନାଙ୍କ ଅଧକ୍ଷତାରେ ଏହି ସମ୍ମିଳନୀକୁ ପୂର୍ବତନ ହାଇକୋର୍ଟ ବିଚାରପତି ବି. କେ. ମିଶ୍ର ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଯୋଗଦେଇଥିଲେ। ରାଜ୍ୟର ବିଭିନ୍ନ ଓକିଲ ସଂଘ ପକ୍ଷରୁ ବହୁ ଆଇନଜୀବୀ ଏଥିରେ ସାମିଲ ହୋଇଥିଲେ । ଆଇନଜୀବୀ ମାନଙ୍କ ସୁରକ୍ଷା ଓ ବିଭିନ୍ନ ଦାବି ନେଇ ଏହି ସମ୍ମିଳନୀ ରେ ଆଲୋଚନା କରାଯାଇଥିଲା।

   Related Posts