Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଚିତାବାଘ ବର୍ଷାର ମୃତ୍ୟୁ

30/12/2019 at 5:33 PM

ଭୁବନେଶ୍ୱର ୩୦।୧୨- ନନ୍ଦନକାନନରେ ଏକ ଚିତାବାଗର ମୃତ୍ୟୁ ହୋଇଛି । ମୃତ ଚିତାବାଘର ନାମ ବର୍ଷା । ଚିକିତ୍ସାଧୀନ ଅବସ୍ଥାରେ ଏହି ଚିତାବାଘର ମୃତ୍ୟୁ ହୋଇଛି ।

ଗତ କିଛି ଦିନ ଧରି ଏହି ଚିତାବାଘ ଅସୁସ୍ଥ ଥିଲା । ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଥିବା ଚିକିତ୍ସାଳୟରେ ବାଘର ଚିକିତ୍ସା କରାଯାଉଥିଲା ।

   Related Posts