Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କଲରାପତରିଆ ବାଘର ମୃତଦେହ ଉଦ୍ଧାର

5/02/2019 at 11:36 AM

ଟିଟିଲାଗଡ଼ ୫|୧: ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି । ଟିଟିଲାଗଡ ବଡ଼ମାଳ ଗୋଳାବାରୁଦ କାରଖାନା ନିକଟସ୍ଥ ଜଙ୍ଗଲରୁ ମିଳିଛି ବାଘର ମୃତଦେହ । ତେବେ ବାଘ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ବାଘର ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts