Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||

ନୂଆପଡାରେ ପୁଣି ବାଘ ଭୟ : ଦୁଇଟି କଲରାପତରିଆ ବୁଲୁଥିବା ଦେଖିଲେ ଲୋକ, ନଜର ରଖିଛନ୍ତି ବନବିଭାଗ କର୍ମଚାରୀ

8/08/2019 at 9:32 AM

ନୂଆପଡା ୮|୮: ଦୁଇ ବର୍ଷ ପରେ ନୂଆପଡାରେ ପୁଣି ବାଘ ଭୟ । କୁକୁରାଟାଲ ଗାଁ ମୁସୁରଙ୍ଗି ଜଙ୍ଗଲରେ ଦୁଇଟି କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଛନ୍ତି । ଗତକାଲି ଗାଁ ଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଗାଁରେ ପହଞ୍ଚିଛି ନୂଆପଡା ବନ ବିଭାଗ ।

୨୦୧୭ରେ ସ୍ଥାନୀୟ ହଳଦୀ ଗାଁରେ ୨ଟି ବାଘ ବୁଲୁଥିଲେ । ଏକ ୪ ବର୍ଷର ଶିଶୁକୁ ମାଆ କୋଳରୁ ଝାମ୍ପି ନେଇଥିଲେ । ତେବେ ବନବିଭାଗର ଚେଷ୍ଟା ପରେ ସେହି ୨ଟି ବାଘକୁ କାବୁ କରି ନନ୍ଦନକାନନକୁ ଅଣାଯାଇଥିଲା । ଏବେ ପୁଣି ଥରେ ସ୍ଥାନୀୟ ଅଞ୍ଚଳରେ ବାଘ ଦେଖି ଲୋକେ ଭୟଭୀତ ହୋଇ ଯାଇଛନ୍ତି ।

   Related Posts