Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||

ରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଭିଡିଓ ଭାଇରାଲ୍ ପରେ ଲୋକେ ଭୟଭୀତ

6/01/2021 at 10:26 AM

କଳାହାଣ୍ଡି ୬।୧: ରାସ୍ତାରେ ବୁଲୁଛୁ ବାଘ । ଜାତୀୟ ରାଜପଥରେ ବାଘ ବୁଲୁଥିବାର ଭିଡିଓ ଭାଇରାଲ୍ । ବାଘ ଭିଡିଓ ଦେଖି ସ୍ଥାନୀୟଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ୍ ଆମପାଣି ଘାଟିରେ ମଙ୍ଗଳବାର ରାତିରେ ଏକ କଲରାପତରିଆ ବାଘ ଦେଖିବାକୁ ମିଳିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଜୟପୁରରୁ ଶିଉନି ଫେରୁଥିବା କାର୍ ଯାତ୍ରୀ ରାସ୍ତାରେ ବାଘଟିକୁ ଦେଖି ନିଜ ମୋବାଇଲରେ ଭିଡିଓ ଉତ୍ତୋଳନ କରିଥିଲେ । ସାହାଜଖୋଲ ଜଙ୍ଗଲ ଆମପାଣି ଘାଟି ଟିର୍ଲିଆମ ଗାଁ ବୁଲାଣି ନିକଟରେ ଏହି କଲରା ପତରିଆ ବାଘ  ଅତିକ୍ରମ କରୁଥିବା ଦେଖିବାକୁ ମିଳିଛି । ବାଘର ଭିଡିଓ ଭାଇରାଲ୍ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ ଭୟଭୀତ ଅଛନ୍ତି ।

   Related Posts