Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଲସ୍କର-ଏ-ତଇବାର ମୁଖ୍ୟ କମାଣ୍ଡର ନିହତ

11/10/2020 at 10:41 AM

ଶ୍ରୀନଗର ୧୧/୧୦: ଜାମ୍ମୁ-କାଶ୍ମୀରରେ ଶନିବାର ୨ଟି ଅଲଗା ଅଲଗା ଏନକାଉଣ୍ଟରରେ ଲସ୍କର-ଏ-ତଇବାର ଜଣେ ମୁଖ୍ୟ କମାଣ୍ଡର ସହ ୪ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ପୋଲିସର କହିବାନୁସାରେ କୁଲଗାମ ଜିଲ୍ଲାରେ ନିହତ ହୋଇଥିବା ୨ଜଣ ଆତଙ୍କବାଦୀ ଜୈସ-ଏ-ମହମ୍ମଦର ସଦସ୍ୟ ବୋଲି ଜଣାପଡ଼ିଛି। ପୁଲଓ୍ବାମାରେ ନିହତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣେ ଲସ୍କରର ମୁଖ୍ୟ କମାଣ୍ଡର ଜାହିଦ ନାଜି ଭଟ ବୋଲି ଜଣା ପଡ଼ିଛି।

କାଶ୍ମୀର ପୋଲିସ୍ ଟ୍ବିଟ୍ କରି ଏହାକୁ ପୋଲିସ୍ ଏବଂ ଅନ୍ୟ ସୁରକ୍ଷାକର୍ମୀଙ୍କ ପାଇଁ ଏକ ବଡ଼ ସଫଳତା ବୋଲି କହିଛନ୍ତି।

   Related Posts