Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା

27/10/2021 at 9:26 AM

ଭୁବନେଶ୍ୱର ୨୭/୧୦: ଆସୁଛି ଆଉ ଏକ ଲଘୁଚାପ । ୨୮ରୁ ୩ଦିନ ବର୍ଷା । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ଦେଢ଼କିମି କିମି ଉଚ୍ଚତାରେ ବାୟୁମଣ୍ଡଳ ପର୍ଯ୍ୟନ୍ତ ବ୍ୟାପିଛି । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟଲଘୁଚାପ ରୂପନେବାର ର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡିବ ନାହିଁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ, କିନ୍ତୁ ତାମିଲନାଡୁ ଉପରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୨୮ ତାରିଖରୁ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବାସମ୍ଭାବନା ରହିଛି ବୋଲି ଭୁବନେଶ୍ଵରପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

   Related Posts