Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଲରେ କାମ କରୁଥିବାବେଳେ ବଜ୍ରାଘାତରେ ୨ଜଣଙ୍କ ମୃତ୍ୟୁ

24/08/2019 at 8:00 PM

ଅନୁଗୁଳ ୨୪|୮: ଅନଗୁଳ ବେନ୍ତପୁରରେ ବଜ୍ରାଘାତରେ ୨ଜଣଙ୍କ ମୃତ୍ୟୁ ହୋଇଛି । ବିଲରେ କାମ କରୁଥିଲା ବେଳେ ବଜ୍ରାଘାତ ଘୋଇଥିଲା। ମୃତକମାନେ ହେଲେ ୪୫ ବର୍ଷ ବୟସ୍କ ବେନ୍ତପୁର ଗାଁର ଗିରିଶ ବେହେରା ଆଉ ଜଣେ ହେଲେ ୩୮ ବର୍ଷ ବୟସ୍କ ପ୍ରତାପ ନାଏକ। ପ୍ରତାପଙ୍କ  ଘର ଖଣ୍ଡ ହତା। ସେମାନଙ୍କୁ ଅନଗୁଳ ମେଡିକାଲ ରେ ଭର୍ତ୍ତି କରାଯାଇଛି। ସେଠି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

   Related Posts