Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା

17/10/2021 at 3:48 PM

ଭୁବନେଶ୍ୱର, ୧୭/୧୦: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୭ଟି ଜିଲ୍ଲାକୁ ଚେତାବନୀ ଦେଇଛି ଅଞ୍ଚଳିକ ପାଣିପାଗ ବିଭାଗ । ୧୭ ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେଉଁଝର, ଅନୁଗୁଳ, ମୟୁରଭଞ୍ଜ ଓ ଢେଙ୍କାନାଳ ରହିଥିବା ଜଣାପଡ଼ିଛି ।

   Related Posts