Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଚଡକ ନେଲା ଜୀବନ: ନବରଙ୍ଗପୁରରେ ବଜ୍ରପାତ ଘଟି ୩ ମୃତ

26/04/2020 at 7:56 PM

ନବରଙ୍ଗପୁର, ୨୬|୦୪:  ନବରଙ୍ଗପୁର ଜିଲ୍ଲା ବାଉଁସିୟାଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ବଜ୍ରପାତ ଘଟି ୩ଜଣ ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, ଆଜି ସନ୍ଧ୍ୟାରେ ୩ଜଣ ଯୁବକ ଶୌଚ ହେବା ପାଇଁ ପୋଖରୀକୁ ଯାଇଥିଲେ । ସେହିସମୟରେ ହଠାତ ବଜ୍ରପାତ ହୋଇଥିଲା । ଏଥିରେ ୩ଜଣ ପ୍ରାଣ ହରାଇଥିଲେ । ମୃତକ ହେଲେ ଲଳିତ ବିନ୍ଧାଣୀ, ମୋତିଲାଲ ବିନ୍ଧାଣୀ ଓ କଦମ ହରିଜନ ।୩ଜଣଙ୍କ ମୃତ୍ୟୁ ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

   Related Posts