୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି

Published By : Prameya-News7 Bureau | June 22, 2021 IST

ଭୁବନେଶ୍ବର ୨୨।୬: ରାଜ୍ୟର ୧୯ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ୧୯ ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର । ଏହିସବୁ ଜିଲ୍ଲାରେ ବଜ୍ରପାତ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.