Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି

22/06/2021 at 3:30 PM

ଭୁବନେଶ୍ବର ୨୨।୬: ରାଜ୍ୟର ୧୯ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ୧୯ ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର । ଏହିସବୁ ଜିଲ୍ଲାରେ ବଜ୍ରପାତ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

   Related Posts