ଏହି ସବୁ ଜିଲ୍ଲାରେ ବର୍ଷା ସହ ହେବ ବଜ୍ରପାତ, ସନ୍ଧ୍ୟା ୭ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

Published By : Prameya-News7 Bureau | August 25, 2019 IST

ଭୁବନେଶ୍ବର ୨୫|୮: ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ୧୫ଟି ଜିଲ୍ଲା ହେଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ନୂଆପଡା, ବାଲେଶ୍ବର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଢେଙ୍କାନାଳ, ନୟାଗଡ, ମାଲକାନଗିରି ଓ ନବରଙ୍ଗପୁର । ସନ୍ଧ୍ୟା ୭ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.