Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ଏହି ସବୁ ଜିଲ୍ଲାରେ ବର୍ଷା ସହ ହେବ ବଜ୍ରପାତ, ସନ୍ଧ୍ୟା ୭ଟା ୩୦ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ

25/08/2019 at 5:46 PM

ଭୁବନେଶ୍ବର ୨୫|୮: ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି । ୧୫ଟି ଜିଲ୍ଲା ହେଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ନୂଆପଡା, ବାଲେଶ୍ବର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଢେଙ୍କାନାଳ, ନୟାଗଡ, ମାଲକାନଗିରି ଓ ନବରଙ୍ଗପୁର । ସନ୍ଧ୍ୟା ୭ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

   Related Posts