Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

୬ଟି ଜିଲ୍ଲାକୁ ବଜ୍ରପାତ ସତର୍କତା ସୂଚନା

12/06/2018 at 11:03 AM

ବଜ୍ରପାତ ଭୟ ଯାଉନାହିଁ | ଆଜି ୬ ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା | ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ସତର୍କ ସୂଚନା | ଗଂଜାମ,ଖୋର୍ଦ୍ଧା,କଟକ,ନୟାଗଡ଼,ପୁରୀ ଓ ଜଗତସିଂହପୁରରେ ବଜ୍ରପାତ ସତର୍କତା ସୂଚନା ଦିଆଯାଇଛି | ଦିନ ୧.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ବଜ୍ରପାତ ସମ୍ଭାବନା ରହିଛି |

   Related Posts