Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଅନଗୁଳ ଆମ୍ବପାଳରେ ବଜ୍ରାଘାତ, ବଜ୍ରାଘାତରେ ଜଣେ ମୃତ ଅନ୍ୟଜଣେ ଆହତ

14/09/2018 at 9:20 PM

ଅନୁଗୁଳ ୧୪/୦୯ : ଅନଗୁଳ ଆମ୍ବପାଳରେ ବଜ୍ରାଘାତ । ବଜ୍ରାଘାତରେ ଜଣେ ମୃତ ଅନ୍ୟଜଣେ ଆହତ । ମୃତକ ହେଲେ ଆମ୍ୱପାଳ ଗାଁର ରମେଶ ଚନ୍ଦ୍ର ସାହୁ । ତାଙ୍କ ବୟସ ୩୫ ବର୍ଷ । ଅନ୍ୟଜଣକ ଆହତ ହେଲେ ମୃତକଙ୍କ ସାନଭାଇ ପୁରୁଷେତ୍ତମ ସାହୁ । ଏମାନେ ଗାଈ ଗୁହାଳରେ ଖାଇବାକୁ ଦେଉଥିଲା ବେଳେ ବଜ୍ରାଘାତ ହୋଇଥିଲା। ସଙ୍ଗେସଙ୍ଗେ ଦୁଇ ଭାଇଙ୍କୁ ଲୋକେ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ । ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ବଡ଼ଭାଇ ରମେଶ ଚନ୍ଦ୍ର ସାହୁଙ୍କୁ ମୃତ ଘୋଷଣା କରିଥିଲେ । ସାନଭାଇ ପୁରୁଷେତ୍ତମ ସାହୁ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ।

   Related Posts